ପୁଣି ଚର୍ଚ୍ଚାରେ ପ୍ରଧାନମନ୍ତ୍ରୀଙ୍କ ଭିଡ଼ିଓ। ନିଜେ ଢୋଲ ବଜାଇ ନାଚିଲେ ମୋଦୀ,ଦେଖନ୍ତୁ ଭିଡ଼ିଓ

ଆପଣ ମାନେ ତ ଜାଣିଥିବେ ଆଜି ର ଏହି ଦୁନିଆ କେତେ ଆଗକୁ ଗଲାଣି, ଲୋକ ମାନେ ବହୁତ ଶିକ୍ଷିତ ମଧ୍ୟ ହେଲେଣି। ଆଜିର ଦୁନିଆରେ ଲୋକମାନଙ୍କ ପାଇଁ ଅନଲାଇନ୍ ର ଆବଶ୍ୟକତା କେତେ ମାତ୍ରା ରେ ରହିଛି ଏହା ତ ଆପଣମାନେ ଭଲ ଭାବରେ ଜାଣିଥିବେ ଏବଂ ଏହି ଯୁଗ କୁ ଅନଲାଇନ ର ଯୁଗ ବୋଲି କହିଲେ ବି କିଛି ଭୁଲ୍ ହେବ ନାହିଁ। ଆଜିକାଲି ଛୋଟ ପିଲା ଙ୍କ ଠାରୁ ଆରମ୍ଭ କରି ବୟସ୍କ ବ୍ୟକ୍ତି ଙ୍କ ପର୍ଯ୍ୟନ୍ତ ସମସ୍ତେ ଅନ୍ଲାଇନ୍ ସହ ଯୋଡିତ ଅଛନ୍ତି। ତେବେ ସୋସିଆଲ୍ ମିଡିଆରେ ପ୍ରତ୍ୟେକ ଦିନ ହଜାର ହଜାର ଖବର, ଭିଡିଓ ଆଦି ଦେଖିବାକୁ ମିଳିଥାଏ। ଏବେ ମଧ୍ୟ ସୋସିଆଲ ମିଡ଼ିଆରେ ଏକ ଭିଡିଓ ଖୁବ୍ ଜୋରରେ ଭାଇରାଲ୍ ହେବାରେ ଲାଗିଛି, ତେବେ ଆସନ୍ତୁ ଜାଣିବା ଏହି ଖବର ସମ୍ପର୍କରେ।

ଆପଣ ମାନେ ସମସ୍ତେ ଆମ ଦେଶର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କୁ ବେସ ଭଲ ଭାବରେ ଜାଣିଥିବେ । ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ନିଜ କୂଟନୀତି ଓ ନିଜ ଭାଷଣ ପାଇଁ ସବୁବେଳେ ଚର୍ଚ୍ଚାରେ ରୁହନ୍ତି । ଏମିତିରେ କହିବାକୁ ଗଲେ ନରେନ୍ଦ୍ର ମୋଦୀ କୌଣସି ବଲିଉଡ ସେଲିବ୍ରେଟି ଠାରୁ କମ ନୁହେଁ । ସୋସିଆଲ ମିଡିଆରେ ତାଙ୍କର ଅନେକ ଭିଡିଓ ଭାଇରାଲ ହେଉଛି ।

ଆଉ ସେ କିଛି ନା କିଛି କାରଣ ହେତୁ ସବୁବେଳେ ଚର୍ଚ୍ଚାରେ ରୁହନ୍ତି । ତେବେ ଗତ କିଛି ସମୟ ହେବ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କର ଏକ ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହେଉଛି । ଏହି ଭିଡିଓରେ ପ୍ରଥମ ଥର ପାଇଁ ନରେନ୍ଦ୍ରଙ୍କୁ ଏକ ଭିନ୍ନ ରୂପରେ ଦେଖିଛନ୍ତି ଜନସାଧାରଣ । ନରେନ୍ଦ୍ର ଏହି ଭିଡିଓରେ ବାଜା ବଜାଉ ଥିବାର ନଜର ଆସୁଛନ୍ତି । ବାଜା ବଜାଇବା ସହ ସେ ବଂଶୀ ମଧ୍ୟ ବଜାଉ ଛନ୍ତି ।ଅତି ସୁନ୍ଦର ଭାବରେ ନରେନ୍ଦ୍ର ବାଜା ଓ ବଂଶୀ ବଜାଉ ଥିବାର ନଜର ଆସୁଛନ୍ତି । ହେଲେ ଏହି ଭିଡିଓଟି କେଉଁ ସ୍ଥାନର ତାହା ବର୍ତ୍ତମାନ ପର୍ଯ୍ୟନ୍ତ ଜଣା ପଡି ନାହିଁ । ସୋସିଆଲ ମିଡିଆରେ ଏହି ଭିଡିଓକୁ ନେଇ ଚର୍ଚ୍ଚା ଜୋର ଧରିଛି।

Leave a Reply

Your email address will not be published. Required fields are marked *